ଆସନ୍ତା ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର ‘ଆପ୍‌’ ବ୍ୟବସ୍ଥା

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌: ଜିଲ୍ଲାପାଳ। ଆସନ୍ତା ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର 'ଆପ୍‌' ବ୍ୟବସ୍ଥା । ପ୍ରଥମ ପ୍ରସ୍ତୁତି ବୈଠକ ପରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ସବୁ ବିଭାଗର ତଥ୍ୟକୁ ନେଇ 'ଆପ୍‌' ପ୍ରସ୍ତୁତ ହେବ କହିଲେ ଜିଲ୍ଲାପାଳ ।

rath yatra 2025

ଏଥିରୁ ସାଧାରଣ ଭକ୍ତ ସବିଶେଷ ତଥ୍ୟ ପାଇପାରିବେ' । ୧୫ ଦିନ ଭିତରେ ତଥ୍ୟ ଦେବାକୁ ସବୁ ବିଭାଗକୁ କୁହାଯାଇଛି' । ରଥଯାତ୍ରା ବେଳେ ସମ୍ବେଦନଶୀଳ ସ୍ଥାନରେ ଲାଗିବ AI କ୍ୟାମେରା' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+