ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା

ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ଗତ କିଛି ଦିନ ଧରି ଲାଗିରହିଥିବା ଚର୍ଚ୍ଚାରେ ବିରାମ ଲଗାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆଜି ସମ୍ବଲପୁର ଗସ୍ତ ବେଳେ ମନମୋହନ ସାମଲ ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି । ମନମୋହନ କହିଛନ୍ତି, ଏବେ ନିଗମ ବୋର୍ଡ ପାଇଁ ଯୋଜନା ଚାଲିଛି । ଖୁବଶୀଘ୍ର ସମ୍ବଲପୁର ଜିଲ୍ଲା ସଭାପତି ଚୟନ ହେବେ ।

Manmohan Samal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+