Get Updates
Get notified of breaking news, exclusive insights, and must-see stories!

ପ୍ରଥମ ଥର କେନ୍ଦ୍ରକୁ ନବୀନଙ୍କ ଟାର୍ଗେଟ, ବଜେଟକୁ ନେଇ କହିଲେ ଏମିତି କିଛି

ଚଳିତ ବର୍ଷ କେନ୍ଦ୍ର ବଜେଟକୁ ନେଇ ସବୁଠି ଖୁସି ଦେଖିବାକୁ ମିଳିଥିବା ବେଳେ ବିଜେଡି କିନ୍ତୁ ଏଥିରେ ଖୁସି ନାହିଁ । କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ବିଜେପିର ସରକାରକୁ ଟାର୍ଗେଟ୍ କରିଛନ୍ତି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ।

narendra modi

ନବୀନ ପଟ୍ଟନାୟକ କହିଛନ୍ତି, କେନ୍ଦ୍ର ବଜେଟରେ ଓଡ଼ିଶାବାସୀଙ୍କ ପାଇଁ କିଛି ନାହିଁ । ରାଜ୍ୟବାସୀଙ୍କୁ ବିଜେପି ଦେଇଥିବା ପ୍ରତିଶ୍ରୁତି କେନ୍ଦ୍ର ସରକାର ପୂରଣ କରିନାହାଁନ୍ତି । କେନ୍ଦ୍ର ସରକାର ନିର୍ବାଚନୀ ଇସ୍ତାହାରରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାର ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ପୂରଣ କଲାନାହିଁ ।

ବଜେଟରେ ଆନ୍ଧ୍ର ଓ ବିହାରକୁ ବିପୁଳ ଅର୍ଥିକ ସହାୟତା ମିଳିଥିବା ବେଳେ ଓଡିଶା ପାଇଁ କିଛି ନାହିଁ । ରାଜ୍ୟ ସରକାର ବାରମ୍ବାର କୋଇଲା ରୟାଲିଟି ସଂଶୋଧନ ପାଇଁ ଦାବି କରୁଥିବା ବେଳେ ବଜେଟରେ ଏନେଇ କେନ୍ଦ୍ର ସରକାର କିଛି ସମାଧାନ କରିନାହାଁନ୍ତି । କୋଇଲା ରୟାଲିଟି କ୍ଷେତ୍ରରେ ରାଜ୍ୟ ସରକାର ପ୍ରତିବର୍ଷ ହଜାର ହଜାର କୋଟି ଟଙ୍କାର ରାଜସ୍ୱ ହରାଉଥିବା କଥା ନବୀନ ପଟ୍ଟନାୟକ କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+