ଏହି ନେତାଙ୍କୁ ମିଳିପାରେ ନୂଆ ଦାୟିତ୍ୱ
ନବୀନଙ୍କ ମନ୍ତ୍ରିମଣ୍ଡଳରୁ ସମସ୍ତ ମନ୍ତ୍ରୀଙ୍କ ସମୁହ ଇସ୍ତଫା ପରେ ଏବେ ନୂଆ ମନ୍ତ୍ରିମଣ୍ଡଳ ଗଠନ ନେଇ ଚର୍ଚ୍ଚା ଜୋର ଧରିଛି । ନୂଆ ମନ୍ତ୍ରିମଣ୍ଡଳରେ କେଉଁ ମନ୍ତ୍ରୀଙ୍କୁ ନୂଆ ଦାୟିତ୍ୱ ମିଳିବ ଓ ମନ୍ତ୍ରିମଣ୍ଡଳରେ ନୂଆ ମୁହଁ ଦେଖିବାକୁ ବି ମିଳିବା ନେଇ ହେଉଛି ଚର୍ଚ୍ଚ
ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରିମଣ୍ଡଳରୁ ସମସ୍ତ ମନ୍ତ୍ରୀଙ୍କ ସମୁହ ଇସ୍ତଫା ପରେ ଏବେ ନୂଆ ମନ୍ତ୍ରିମଣ୍ଡଳ ଗଠନ ନେଇ ଚର୍ଚ୍ଚା ଜୋର ଧରିଛି । ନୂଆ ମନ୍ତ୍ରିମଣ୍ଡଳରେ କେଉଁ ମନ୍ତ୍ରୀଙ୍କୁ ନୂଆ ଦାୟିତ୍ୱ ମିଳିବ ଓ ମନ୍ତ୍ରିମଣ୍ଡଳରେ ନୂଆ ମୁହଁ ଦେଖିବାକୁ ବି ମିଳିବା ନେଇ ହେଉଛି ଚର୍ଚ୍ଚା ।

ଏହାରି ମଧ୍ୟରେ ନୂଆ ମନ୍ତ୍ରୀଙ୍କୁ ନେଇ ମଧ୍ୟ କଳ୍ପନାଜଳ୍ପନା ଜାରି ରହିଛି । ସମ୍ଭାବ୍ୟ ମନ୍ତ୍ରୀ ତାଲିକାରେ କେନ୍ଦ୍ରାପଡ଼ାରୁ ଅତନୁ ସବ୍ୟସାଚୀ ନାୟକ, ମୟୂରଭଞ୍ଜରୁ ବାସନ୍ତୀ ହେମ୍ବ୍ରମ୍, ବାଲେଶ୍ୱରରୁ ଅଶ୍ୱିନୀ ପାତ୍ର, ଗଞ୍ଜାମରୁ ଲତିକା ପ୍ରଧାନ, ବୌଦ୍ଧ ଜିଲ୍ଲାରୁ ପ୍ରଦୀପ ଅମାତ, କେନ୍ଦୁଝରରୁ ବଦ୍ରି ନାରାୟଣ ପାତ୍ର ରହିଛନ୍ତି ।












Click it and Unblock the Notifications