ଚଳିତ ମାସରେ ସରୁଛି ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ , ଉଚ୍ଚ ଶିକ୍ଷା ସଚିବଙ୍କୁ ଗଲା ଚିଠି

ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ|

ଓଡ଼ିଶା ୟୁନିଭରସିଟି ଆକ୍ଟ ୧୯୮୯ ଅନୁଯାୟୀ କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି|

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+