ଏଥର ଭୁବନେଶ୍ବରରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ନା

ଏଥର ଭୁବନେଶ୍ବରରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ନା ।ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟାଇବାକୁ ନିଷ୍ପତ୍ତି । ପୂଜାକୁ ନେଇ BMCର ପ୍ରସ୍ତୁତି ବୈଠକରେ ନିଆଗଲା ନିଷ୍ପତ୍ତି । ପାର୍କିଂ ନଥିଲେ ପଡ଼ିବନି ମୀନା ବଜାର, ମିଳିବନି ରାବଣ ପୋଡ଼ି ଅନୁମତି । ମୁଖ୍ୟ ରାସ୍ତାରେ ତୋରଣ ଲଗେଇ ପାରିବେ ନାହିଁ ପୂଜା କମିଟି। ପୂଜା ପେଣ୍ଡାଲ ଓ ଭସାଣି ପୋଖରୀ ନିକଟରେ ରଖାଯିବ ଆମ୍ବୁଲାନ୍ସ। ପୂଜା ପେଣ୍ଡାଲରେ ନିଶାକୁ ନା'ର ସଚେତନତା ଵାର୍ତ୍ତା ବାଣ୍ଟିବ ପୋଲିସ । ରାସ୍ତା ଖରାପ ନେଇ PWDର ବିଭାଗୀୟ ଅଧିକାରୀଙ୍କୁ କମିଶନରଙ୍କ ତାଗିଦ ।

obscene dance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+