ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ
କଲବଲ କରିବ ଖରା । ଆଗକୁ ଭୟଙ୍କର ତାତି । ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ । ୨୬ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିପାରେ । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରାଯାଇଛି ।
ସେହିପରି ଶନିବାର ଝାରସୁଗୁଡ଼ା ଓ ହୀରାଦୁଦରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ସମ୍ବଲପୁରରେ ୩୯.୯, ସୁନ୍ଦରଗଡ଼ରେ ୩୯.୫, ରାଉରକେଲା ଓ ବରଗଡ଼ରେ ୩୮.୮, ଭବାନୀପାଟଣା ଓ ଟିଟିଲାଗଡ଼ରେ ତାପମାତ୍ରା ୩୮.୫ ଡିଗ୍ରୀ ରହିଥିଲା। ଭୁବନେଶ୍ୱରରେ ୩୪.୨ ଓ କଟକରେ ୩୪ ଡିଗ୍ରୀ ତାପମାତ୍ରା ରହିଥିଲା। ଅଧିକାଂଶ ସ୍ଥାନରେ ମଧ୍ୟାହ୍ନରେ ପ୍ରବଳ ଖରା ଓ ତାତି ଅନୁଭୂତ ହୋଇଥିଲା।

More From
-
ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି -
ରାଜ୍ୟରେ ଆଜିଠାରୁ ବଢିବ ତାତି -
ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ -
୨ବର୍ଷରେ ୧୯ ହଜାର ଲୋକ ଛାଡ଼ିଲେଣି ନିଶା, ମନ୍ତ୍ରୀ -
ମଧୁବାବୁ ପେନସନ ଯୋଜନାରେ ଭତ୍ତା ଅପେକ୍ଷାରେ ୬ ଲକ୍ଷ ବ୍ୟକ୍ତି -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ସୋର ବିଧାୟକ ମାଧବ ଧଡାଙ୍କ ସହ କଥା ହେଲେ ନବୀନ -
LPG ବିକଳ୍ପ ଭାବେ ରାଜ୍ୟକୁ ଦିଆଯିବ ୪୮ ହଜାର କିଲୋଲିଟର କିରୋସିନ୍ -
ରାଜ୍ୟସଭା ନିର୍ବାଚନ; ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ, ଆଜି ଓ ଆସନ୍ତାକାଲି ନବୀନ ନିବାସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ଆଗକୁ ଆଗରୁ ବଢ଼ିବ ଗ୍ରୀଷ୍ମ ପ୍ରବାହ, ଏବେଠୁ ୪୦ ପାର ପାରଦ -
ଯୁଦ୍ଧରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ











Click it and Unblock the Notifications