ବ୍ରହ୍ମପୁର ମେୟରଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍
Brahmapur News: ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍ । ଥାନାରେ ଏତଲା ଦେଲେ ମେୟର ସଂଘମିତ୍ରା ଦଳେଇ । ତେବେ ମଙ୍ଗଳବାର ରାତିରେ ତାଙ୍କ ମୋବାଇଲ୍ ଏକ ଅଜଣା ନମ୍ବରୁ କଲ୍ ଆସିଥିଲା । କଲ୍ କରିଥିବା ବ୍ୟକ୍ତି ତାଙ୍କୁ ଗାଳିଗୁଲଜ କରିବା ସହ ତାଙ୍କୁ ଧମକ ଦିଆଯାଇଥିଲା ।

ଥାନାରେ ମାମଲା ରୁଜୁ ହେଲା ପରେ ପୋଲିସ ଯାଞ୍ଚ କରିଥିଲା । ଯାହା ପରେ ଉକ୍ତ କଲଟି ପୂର୍ବତନ ନିର୍ବାହୀଯନ୍ତ୍ରୀ ଲଳିତ ମୋହନ ଦାସଙ୍କର ବୋଲି ଜଣା ପଡିଥିଲା । ଯାହା ପରେ ଅଭିଯୋଗ ଆଧାରରେ ତାଙ୍କ ନାଁରେ ଏକ ମାମଲା ରୁଜୁ କରିଛି ପୋଲିସ । ତେବେ ଦୀର୍ଘ ବର୍ଷ ଧରି ଲଳିତ ବ୍ରହ୍ମପୁର ମହାନଗର ନିଗମରେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ରହିଥିଲେ । କିଛି ଦିନ ପୂର୍ବରୁ ଲଳିତଙ୍କୁ ଦାୟିତ୍ୱ ମୁକ୍ତ କରଯାଇଥିଲା । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଏନେଇ ଲଳିତାଙ୍କ ପକ୍ଷରୁକୌଣସି ପ୍ରତିକ୍ରିୟା ପ୍ରକାଶ ପାଇ ନାହିଁ ।
More From
-
ପୁଣି ଥରେ ଭାରତକୁ ସାହାଯ୍ୟର ହାତ ବଢାଇଛି ଋଷିଆ, ସାରା ବିଶ୍ବରେ.... -
ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ, 101 ଜଣ ନିଖୋଜ -
ହୋଲିରେ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା ମହଙ୍ଗା ଭତ୍ତା -
ଇରାନର ମିସାଇଲ୍ ମାଡ଼ରେ ଆମେରିକାର ଯବାନ ନିହତ -
ଇରାନୀ ବିମାନକୁ ଗୁଳି କରି ଖସାଇଲା ଇସ୍ରାଏଲ -
ପ୍ରଧାନମନ୍ତ୍ରୀ ମୋଦୀ ଚାଲିଯିବା ପରେ ଅପରେସନ;ଇସ୍ରାଏଲ ରାଷ୍ଟ୍ରଦୂତ -
ଆଫଗାନିସ୍ତାନ - ପାକିସ୍ତାନ ମୁହାଁମୁହିଁ ; ୧୫୦ ସୈନ୍ୟଙ୍କୁ ମାରିଲା ଆଫଗାନିସ୍ତାନ, ୪୦ ପୋଷ୍ଟ୍ ଉପରେ କବଜା -
T-20 ବିଶ୍ବକପର ଆଜି ପ୍ରଥମ ସେମିଫାଇନାଲ୍ ମୁକାବିଲା, ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ -
ଆଫଗାନ ତାଲିବାନର କମାଣ୍ଡରଙ୍କୁ ହତ୍ୟା -
ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ଯୋଗୁଁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ -
ଶାକାହାରୀମାନଙ୍କୁ ହେବନି ଏହି 5 ପ୍ରକାର କ୍ୟାନ୍ସର, ରିସର୍ଚ୍ଚରୁ ବଡ଼ ଖୁଲାସା -
ବିଜୟ ମହାପାତ୍ରଙ୍କ ଘରେ ରାଜ୍ୟସଭା ପ୍ରାର୍ଥୀ ଦିଲ୍ଲୀପ ରାୟ











Click it and Unblock the Notifications