ତିନୋଟି ପୁସ୍ତକର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅଧ୍ୟାପିକା ଇପ୍‌ସିତା ଷଡଙ୍ଗୀଙ୍କ ଦ୍ବାରା ଓଡିଆରେ ଅନୁବାଦିତ ତଥା ଅନନ୍ତିନୀ ଝୁମ୍ପା ମିଶ୍ରଙ୍କ ମୂଳ ଇଂରାଜୀ ରଚନା ‘ମ୍ୟାନ ହଟ୍ଟନରୁ ମୁନ୍ନାର' ଉପନ୍ୟାସଟିକୁ ମଧ୍ୟ ଲୋକାର୍ପଣ କରିଥିଲେ ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ତିନିଗୋଟି ପୁସ୍ତକ ଲୋକାର୍ପଣ କରିଛନ୍ତି । ଏଥିମଧ୍ୟରେ ରହିଛି ସହକାରୀ ଆୟକର ଆୟୁକ୍ତ ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ରଙ୍କ ଦୁଇଟି କବିତା ସଂକଳନ 'ସଜ ତୁଳସୀ' ଓ' ଅସଜଡା ପାଖୁଡା'। ଏହି ଦୁଇଟି କବିତା ସଂକଳନରେ କବିସତ୍ତାର ମୌଳିକତା ଅତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇପାରିଛି ।

Naveen Patnaik

ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅଧ୍ୟାପିକା ଇପ୍‌ସିତା ଷଡଙ୍ଗୀଙ୍କ ଦ୍ବାରା ଓଡିଆରେ ଅନୁବାଦିତ ତଥା ଅନନ୍ତିନୀ ଝୁମ୍ପା ମିଶ୍ରଙ୍କ ମୂଳ ଇଂରାଜୀ ରଚନା 'ମ୍ୟାନ ହଟ୍ଟନରୁ ମୁନ୍ନାର' ଉପନ୍ୟାସଟିକୁ ମଧ୍ୟ ଲୋକାର୍ପଣ କରିଥିଲେ ।

ଅନନ୍ତିନୀ ଝୁମ୍ପା ମିଶ୍ର ଜଣେ ପ୍ରତିଭାସମ୍ପନ୍ନ ଶିଶୁ ଲେଖିକା । ଅଳ୍ପ ବୟସରେ ଅନେକ ଉଚ୍ଚକୋଟୀର ସାହିତ୍ୟ ସୃଷ୍ଟି କରି ସେ ପ୍ରଶଂସିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କବି ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ର ଓ ଅନନ୍ତିନୀ ଝୁମ୍ପା ମିଶ୍ରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+