ନଦୀରେ ଗାଧୋଇକୁ ଯାଇ ଭାସିଗଲେ ୩ ସାଙ୍ଗ
ଗାଁ ପାଖ ନଦୀକୁ ଗାଧେଇବାକୁ ଯାଇଥିଲେ । ହେଲେ ଟିକିଏ ଅସାବଧାନତା ଯୋଗୁଁ ଭାସି ଗଲେ ତିନି ସାଙ୍ଗ । ଘଟଣା ଘଟିଛି ସ୍ଥାନୀୟ ଏରାଗାରୀ ଠାରେ ।
ଜଗତସିଂହପୁର: ଗାଁ ପାଖ ନଦୀକୁ ଗାଧେଇବାକୁ ଯାଇଥିଲେ । ହେଲେ ଟିକିଏ ଅସାବଧାନତା ଯୋଗୁଁ ଭାସି ଗଲେ ତିନି ସାଙ୍ଗ । ଘଟଣା ଘଟିଛି ସ୍ଥାନୀୟ ଏରାଗାରୀ ଠାରେ ।

ତେବେ ଦୁଇ ଜଣ ସୁରକ୍ଷିତ ଉଦ୍ଧାର ହୋଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । । ଅଭିନା ମଲ୍ଲିକଙ୍କ ପୁଅ ସୁମନ ମଲ୍ଲିକ ନିଜ ସାଙ୍ଗ ଦୁଇ ଜଣଙ୍କ ସହିତ ମିଶି ପାଇକନଦୀ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ଖେକୁଦରେ ନଦୀ ପାର ହୋଇ ଆରପଟ ଶଙ୍ଖେଶ୍ୱର ଯିବାକୁ ଚେଷ୍ଟା କରିଥିଲେ ତିନି ସାଙ୍ଗ । ହେଲେ ନଦୀ ସୁଅରେ ତିନି ସାଙ୍ଗ ଭାସି ଯାଇଥିଲେ । ହେଲେ ଦୁଇ ଜଣଙ୍କ ଉଦ୍ଧାର କରାଯାଇଥିବା ବେଳେ ସୁମନ ଏ ପର୍ଯ୍ୟନ୍ତ ନିଖୋଜ ରହିଛି । ଘଟଣା ସ୍ଥଳରେ ତିର୍ତ୍ତୋଲ ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଗ୍ରାମବାସୀ ମାନେ ମିଶି ଖୋଜାଖୋଜି ଜାରି ରଖିଛନ୍ତି ।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications