କୁମ୍ଭମେଳାରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜ ବାହାରିଲେ ରାଜ୍ୟ ସରକାରଙ୍କ ତିନି ମନ୍ତ୍ରୀ

କୁମ୍ଭମେଳାରେ ବୁଡ଼ ପକାଇବା ପାଇଁ ପ୍ରୟାଗରାଜ ବାହାରିଲେ ବାଣିଜ୍ୟ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ମତ୍ସ୍ୟ, ପ୍ରାଣୀ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ପରିବାର ବର୍ଗ ।

Kumbh Mela

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+