ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ

ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ । ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ ପ୍ରାଣୀ ସମ୍ପଦ ଓ ଗୋଟିଏ କୃଷି କଲେଜ । ସୋନପୁରରେ ଖୋଲାଯିବ ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟ । ଚିପିଲିମାରେ ପ୍ରାଣୀ ସମ୍ପଦ ଓ ବଲାଙ୍ଗିରରେ କୃଷି କଲେଜ ଖୋଲିବ ବୋଲି କହିଛନ୍ତି ମନ୍ତ୍ରୀ।

colleges
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+