ଓଡ଼ିଶାରୁ ୩ ଜଣଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର

ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି ନିଜେ ଏହି ସମସ୍ତ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ପ୍ରଦାନ କରିବେ। ସେମାନଙ୍କୁ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ। ଏହି ସମ୍ମାନ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିମାନଙ୍କୁ ଦିଆଯିବ। ତେବେ ଓଡ଼ିଶାରୁ ୩ ଜଣଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର ।

Padma Shri award

ସୂଚନା ଅନୁସାରେ, ରଣ ହେମ୍ବ୍ରମ, ସୀମାଞ୍ଚଳ ପାତ୍ର ଏବଂ ମହେନ୍ଦ୍ର କୁମାର ମିଶ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଚରଣ ହେମ୍ବ୍ରମଙ୍କୁ ମିଳିବ ପଦ୍ମଶ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+