ପୁଣି ମାତିଲେ ଲାଲ୍ ବାହିନୀ, ଆଇଡି ବିସ୍ପୋରଣରେ 3 ଯବାନ ଆହତ
ବୌଦ୍ଧ: ପୁଣି ମାତିଲେ ଲାଲ ବାହିନୀ । ମାଓବାଦୀ ବିଛାଇଥିବା ଆଇଡି ବିସ୍ପୋରଣରେ 3 ଜଣ ଯବାନ ଆହତ ହୋଇଛନ୍ତି । ବୌଦ୍ଧ-କନ୍ଧମାଳ ସୀମାନ୍ତ ମନମୁଣ୍ଡା ଥାନା ଶଗଡ଼ା ଫାଣ୍ଡି ଅଞ୍ଚଳ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଆଇଡି ବିସ୍ପୋରଣ ହୋଇଛି । ଏଥିରେ 3 ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଉଦ୍ଧାର ପାଇଁ 2 ଟିମ ପଠାଯାଇଛି । ବାତେପଙ୍ଗା ଜଙ୍ଗଲରେ ବିସ୍ଫୋରଣ ହୋଇଥିବା ସୂଚନା ।

ସୂଚନାଥାଉକି, ବାତେପଙ୍ଗା ଜଙ୍ଗଲରେ କମ୍ବିଂ ଅପରେସନ ସମୟରେ ଏହି ଆଇଡି ବିସ୍ପୋରଣ ହୋଇଛି । ଏଥିରେ 3 ଜଣ ଏସଓଜି ଯବାନ ଆହତ ହୋଇଛନ୍ତି । ଏହା ପରେ ସର୍ଚ୍ଚ ଅପରେସନ ଜାରି ରହିଛି ।
More From
-
ଟି୨୦ ବିଶ୍ବକପ ଫାଇନାଲରେ ଭାରତ, ଜାକବ ବେଥେଲଙ୍କ ଲଢ଼ୁଆ ଶତକ ସତ୍ତ୍ବେ ହାରିଲା ଇଂଲଣ୍ଡ -
ବଦଳିବ ପାଗ, ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା -
ଯୁଦ୍ଧ ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ, କହିଲେ -
ଭାରତକୁ ପ୍ରତିଦ୍ବନ୍ଦ୍ବୀ ହେବାକୁ ଦେବୁନାହିଁ: ଆମେରିକା -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ପଶ୍ଚାତାପ ଆମେରିକା କରିବ ; ଇରାନ ବୈଦେଶିକ ମନ୍ତ୍ରୀ -
ବିଧାନସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ -
ବିଜୁ ବାବୁଙ୍କ ସହ ପୁରୁଣା ଫଟୋ ପୋଷ୍ଟ କଲେ ଦିଲ୍ଲୀପ ରାୟ, ଲେଖିଲେ ମନର କଥା -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନର ଶକ୍ତିଶାଳୀ ଯୁଦ୍ଧ ଜାହାଜ ବୁଡ଼ିବା ଘଟଣା, ସମୁଦ୍ରରୁ ୮୭ ଜଣଙ୍କ ମୃତଦେହ ଉଦ୍ଧାର












Click it and Unblock the Notifications