Accident News: ଟ୍ରାକ୍ଟର ଓଲଟି ୩ ଶ୍ରମିକ ମୃତ
Accident News: ଗୁଣପୁରରେ ଇଟା ବୋଝେଇ ଟ୍ରାକ୍ଟର ଓଲଟି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଗୁଲୁମୁଣ୍ତାପାକା ନିକଟରେ ମୁଖ୍ୟ ରାସ୍ତାରେ ଟ୍ରାକ୍ଟର ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଗୁଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।













Click it and Unblock the Notifications