ପିପିଲିରେ OSRTC ବସ୍ ଧକ୍କାରେ ୩ ଯୁବତୀଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ରଥଯାତ୍ରା ଦେଖିବାକୁ ଯିବା ସମୟରେ ପିପିଲି ନିକଟରେ ଏକ ଦୁଃଖଦ ଘଟଣା ଘଟିଯାଇଥିଲା । ଆମ ବସ ମାଡିଯିବାରୁ ତିନିଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ବର୍ତ୍ତମାନ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ପ୍ରତି ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।












Click it and Unblock the Notifications