ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଦାନା ବାନ୍ଧୁଛି ଲଘୁଚାପ । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ଶୁଖିଲା ପାଗ ରହିଥିବା ବେଳେ ଆଗାମୀ ୩ରୁ ୪ ଦିନ ରାତ୍ରି ତାପମାତ୍ରା ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ । ଏହା ପରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications