ରାଜ୍ୟରେ କାଳବୈଶାଖୀ ଆଶଙ୍କା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଆଜି କାଳବୈଶାଖୀ ସମ୍ଭବନା ରହିଛି । ଆସନ୍ତା ଦୁଇଦିନ କୈଶବୈଶାଖି ଲାଗି ରହିବାକୁ ଥିବା ବେଳେ ଏନେଇ ସବୁ ଜିଲ୍ଲାମାନଙ୍କୁ ସତର୍କ କରାଯାଇଛି । ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ହେବାର ସମ୍ଭାବନା ରହିଛି । ଆଜିଠୁ ରାଜ୍ୟରେ ତାପମାତ୍ରା କମିବାର ମଧ୍ୟ ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ଅପରାହ୍ନରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, କଟକ, ଯାଜପୁର, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ ଏବଂ ମୟୂରଭଞ୍ଜରେ କାଳୂୈଶାଖୀ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

rain

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ସୋନପୁର, ଗଜପତି, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡଡା, କନ୍ଧମାଳ, ନୟାଗଡ, କୋରାପୁଟ, ରାୟଗଡା ଏବଂ ମାଲକାନଗିରିରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

କହିରଖୁଛୁ କି, ଗତକାଲି ବାଙ୍ଗିରିପୋଷିରେ କାଳବୈଶାଖୀ ଦେଖିବାକୁ ମିଳିଥିଲା । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ମଧ୍ୟ ହୋଇଥିଲା । ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଶଙ୍କା ବୃଦ୍ଧି ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+