ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ । ଜାରି ହେଲା ୟେଲୋ ୱାର୍ଣ୍ଣିଂ । ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦କିଲୋମିଟର ରହିପାରେ । ଆସନ୍ତାକାଲି ଅର୍ଥାତ ୭ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ଭାବରେ ବିଜୁଳି ଘଡଘଡିର ଆଶଙ୍କା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପବନର ମଧ୍ୟ ସମ୍ଭାବନା ରହିଛି ।

Thunderstorm warning issued for the state for the next 4 days Meteorological Department

ଏହାପରେ ୮ତାରିଖକୁ ଉତ୍ତର ଓଡିଶାର ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ଏହାର ପ୍ରଭାବ ପରିଲକ୍ଷିତ ହେବ । ୯ତାରିଖରେ ଏହା ଧିରେ ଧିରେ କମି ଦକ୍ଷିଣ ଓଡିଶା ଅର୍ଥାତ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ମାଲକାନଗିରିରେ ସିମୀତ ରହିବ । ୧୦ତାରିଖ ବେଳକୁ କେବଳ କୋରାପୁଟ ମାଲକାନଗିରିରେ ଏହାର ପ୍ରଭାବ ପରିଲକ୍ଷିତ ହେବା ସହ କେବଳ ଏହି ୨ଟି ଜିଲ୍ଲା ପାଇଁ ରହିଛି ୟେଲୋ ୱାର୍ଣ୍ଣିଂ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+