ବଜ୍ରପାତ ନେଇ ସତର୍କ ସୂଚନା ଜାରି, ଆସନ୍ତା ୨ ଦିନ ବର୍ଷିବ
Odisha Weather: ରାଜ୍ୟରେ ଆସନ୍ତା ୨ ଦିନ ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଘଡଘଡି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି । ଖାସକରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷାକୁ ନେଇ ୩ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗର ପବନ ବହିବ । ବର୍ଷା ସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications