ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଲର୍ଟ ଜାରି
Odisha Weather: ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା । ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି । ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବର୍ଷା ନେଇ ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।













Click it and Unblock the Notifications