ଟ୍ୱିନସିଟିରେ କାଳବୈଶାଖୀ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ଆଲର୍ଟ ଜାରି

Odisha Weather News: ଟ୍ୱିନସିଟିରେ କାଳବୈଶାଖୀ ବର୍ଷା ଆରମ୍ଭ ହୋଇଯାଇଛି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଘଡଘଡି ସହ ପବନ ମଧ୍ୟ ବହୁଛି । ସେହିପରି କାଳବୈଶୀଖୀ ପାଇଁ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ ଆଲର୍ଟ ଜାରି ।

odisha rain

ଆଗାମୀ ୩ ଘଣ୍ଟା ପାଇଁ ଆଲର୍ଟ ଜାରି । ବିଜୁଶି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏହି ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଗତକାଲି ମଧ୍ୟ ରାତିରୁ ଢେଙ୍କାନାଳରେ ବର୍ଷା ସହ ପବନ ଜାରି ରହିଛି । ଆଜି ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଛି ପାଣିପାଗ ବିଭାଗ। ରାଜ୍ୟରେ କିଛି କିଛି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+