ଆସନ୍ତା ୫ ତାରିଖ ସକାଳ ୯ଟାରୁ ଟିକେଟ ବିକ୍ରି,ସକାଳ ୬ରୁ ଧାଡି
ବାରବାଟୀ ଟି ଟ୍ୱେଣ୍ଟି ପାଇଁ ଅଫଲାଇନ୍ ଟିକେଟ ବିକ୍ରି ପୂର୍ବରୁ ଡିସିପିଙ୍କ ସମୀକ୍ଷା । ଡିସିପି ସମୀକ୍ଷା କରି ସୂଚନା ଦେଇଛନ୍ତି ଯେ କାଉଣ୍ଟର ଟିକେଟ ବିକ୍ରି ପାଇଁ ଲୁହା ବାରିକେଡ୍ କରାଯିବ ଡିସିପି । କ୍ରିକେଟ ଏକାଡେମୀ ପଟୁ ପ୍ରବେଶ କରିବେ ଏବଂ ପ୍ରସ୍ଥାନ ଗେଟ୍ ଅଲଗା ରହିବ । ଆସନ୍ତା ୫ ତାରିଖ ସକାଳ ୯ଟାରୁ ଟିକେଟ ବିକ୍ରି, ୬ଟାରୁ ଧାଡିରେ ରହିବାକୁ ଅନୁମତି ଦିଆଯାଇଛି।

ଟିକେଟ କିଣିବା ପାଇଁ କେହି ପୂର୍ବ ରାତିରୁ ଧାଡିରେ ରହି ପାରିବେନାହିଁ । କଳାବଜାରୀ ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି । ସାଦା ପୋଷାକରେ ପୋଲିସ ରହିବେ । ସିସିଟିଭି ସର୍ଭେଲାନ୍ସରେ ରହିବ ଟିକେଟ ବିକ୍ରି ପ୍ରକ୍ରିିୟା ।
More From
-
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ...












Click it and Unblock the Notifications