କୁଳଡିହାରେ ଆଜିଠୁ ବାଘ ଗଣନା ଆରମ୍ଭ
ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି।
ଏଥିରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ରହିଛନ୍ତି। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ ଗଣନାକୁ ନେଇ ପଶୁପ୍ରେମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।













Click it and Unblock the Notifications