ରଥଯାତ୍ରା ପାଇଁ କଡ଼ା ସୁରକ୍ଷା; ପୁରୀ ଜଗିବ ୨୭୫ଟି AI କ୍ୟାମେରା, ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା। ପୁରୀ ଜଗିବ ୨୭୫ଟି AI କ୍ୟାମେରା । ପୋଲିସ ଡିଜି ୱାଇ.ବି. ଖୁରାନିଆଙ୍କ ସୂଚନା ।
୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ । ୧୦ ହଜାର ସୁରକ୍ଷାକର୍ମୀ ମୁତୟନ ହେବେ । କୁଇକ୍ ରେସପନ୍ସ ଟିମ୍ ଓ ଡ୍ରୋନ୍ର ସହାୟତା ନିଆଯିବ' ।

ସମୁଦ୍ର ତଟରେ ମୁତୟନ ହେବେ କୋଷ୍ଟ ଗାର୍ଡ । ୬୯ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ୬୪ ଆମ୍ବୁଲାନ୍ସ,୨୬୫ ସ୍ବତନ୍ତ୍ର ବେଡ୍ ବ୍ୟବସ୍ଥା' '୩୭୮ ଅତିରିକ୍ତ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ୍ ରହିବେ ।
AIIMSର ବିଶେଷଜ୍ଞ ଡାକ୍ତର ସେବା ଯୋଗାଇବେ ।












Click it and Unblock the Notifications