ଆସନ୍ତା କାଲି କେମିତି ରହିବ ପାଗ,୪୮ ପରେ ଶୀତ ବଢିବାର ସମ୍ଭାବନା
Odisha Weather: ଆଜି ଟ୍ୱିନ୍ ସିଟି ସମେତ ସାରା ରାଜ୍ୟରେ ପାଗ କୋହଲା ରହିଛି । ସେହିପରି କିଛି କିଛି ସ୍ଥାନରେ ବର୍ଷା ହେଉଥିବାର ଦେଖିବାକୁ ମିଳିଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀ ବଙ୍ଗୋପସାଗରରେ ସକ୍ରିୟ ରହିଛି, ଯାହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ।
ହେଲେ ଏହାର ପ୍ରଭାବ ଓଡ଼ିଶାରେ ସେତେ ପଡିବ ନାହିଁ ହେଲେ ରାଜ୍ୟରେ ପବନ ଗତି ପରିବର୍ତ୍ତନ ଯୋଗୁଁ ବଙ୍ଗୋପସାଗରକୁ ଜଳୀୟବାଷ୍ପ ଆସିବ ଯାହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ପାଇଁ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା କାଲି ମଧ୍ୟ ରାଜ୍ୟରେ ମେଘୁଆ ପାଗ ରହିବ । ସେହିପରି ୪୮ ଘଣ୍ଟା ଯାଏଁ ରାତିର ତାପମାତ୍ରାରେ କିଛି ଖାସ୍ ପରିବର୍ତ୍ତନ ହେବ ନାହିଁ ହେଲେ ୪୮ ଘଣ୍ଟା ପରେ ପୁଣି ଶୀତର ପ୍ରକୋପ ବଢିବ ।ରାତି ତାପମାତ୍ରା ୨ ରୁ ୩ ଡିଗ୍ରା ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications