ଆଜି କରୋନାରୁ ଆରୋଗ୍ୟ ହେଲେ ଆଉ ୪୪୨ ଆକ୍ରାନ୍ତ
ଆଜି ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୪୪୨ କରୋନା ଆକ୍ରାନ୍ତ।
ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୪୪୨ କରୋନା ଆକ୍ରାନ୍ତ। ତେବେ ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୩ଲକ୍ଷ ୧୭ ହଜାର ୪୧୨ କୁ ପହଁଚିଛି ।

ଆଜି ଆରୋଗ୍ୟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ ୫୩ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୪୩, ଖୋର୍ଦ୍ଧାରୁ ୩୩, ରାୟଗଡ଼ାରୁ ୩୩, ମୟୂରଭଞ୍ଜରୁ ୩୦, ଯାଜପୁରରୁ ୨୯, କେନ୍ଦୁଝରରୁ ୨୮, କଟକରୁ ୨୫, କେନ୍ଦ୍ରାପଡ଼ାରୁ ୧୯, ନୂଆପଡ଼ାରୁ ୧୯, ବାଲେଶ୍ୱରରୁ ୧୮, ସମ୍ୱଲପୁରରୁ ୧୬, ଜଗତସିଂହପୁରରୁ ୧୩, କଳାହାଣ୍ଡିରୁ ୧୩, ପୁରୀରୁ ୧୩, ବରଗଡ଼ରୁ ୭, ଗଞ୍ଜାମରୁ ୭, ବୌଦ୍ଧରୁ ୫, ଝାରସୁଗୁଡ଼ାରୁ ୫, ଭଦ୍ରକରୁ ୪, ବଲାଙ୍ଗିରରୁ ୪, ଢ଼େଙ୍କାନାଳରୁ ୪, କୋରାପୁଟରୁ ୪, ସୋନପୁରରୁ ୪, ଦେବଗଡ଼ରୁ ୩, କନ୍ଧମାଳରୁ ୨, ନବରଙ୍ଗପୁରରୁ ୨, ମାଲକାନଗିରିରୁ ଜଣେ ଓ ଷ୍ଟେଟ୍ ପୁଲରୁ ୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।












Click it and Unblock the Notifications