Get Updates
Get notified of breaking news, exclusive insights, and must-see stories!

ଆଜି ରାଜ୍ୟରେ ଚିହ୍ନଟ ହେଲ ୩୮୬ କରୋନା ଆକ୍ରାନ୍ତ, ୫ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୨୩ ଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୩ଜଣ ରହିଛନ୍ତି। ସେହିପରି ୨୪ ଘଣ୍ଟାରେ ୫ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଆକ୍ଟିଭ କେସ ୩୪୮୭ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୩,୧୬,୯୭୦ ଜଣ।

Today corona Update of Odisha

ଆଜି ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ପରେ ପରେ ସୁନ୍ଦରଗଡ଼ରୁ ୪୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୩୧ ଓ କଟକ, ବଲଙ୍ଗୀରରୁ ୨୨ ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଅନୁଗୁଳରୁ୨୯, ବରଗଡ ଓ ବାଲେଶ୍ୱରରୁ ୨୦ ଜଣ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୮୯ପହଞ୍ଚିଛି। ଭୁବନେଶ୍ୱରରୁ ୨, ପୁରୀରୁ ୨ ଏବଂ ସମ୍ବଲପୁରରୁ ଜଣେ ରୋଗୀ ଆଖି ବୁଜଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+