Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଆରମ୍ଭ ହେଲା ଝାରସୁଗୁଡ଼ା-କୋଲକାତା ମଧ୍ୟରେ ବିମାନ ଚଳାଚଳ

ଝାରସୁଗୁଡ଼ା: ଆଜିଠୁ ଆରମ୍ଭ ହେଲା ଝାରସୁଗୁଡ଼ା-କୋଲକାତା ମଧ୍ୟରେ ବିମାନ ଚଳାଚଳ ସେବା । କୋଲକତାରୁ ୭୨ ସିଟ୍ ବିଶିଷ୍ଟ ATR-72 ଆଜି ଝାରସୁଗୁଡ଼ାକୁ ଉଡାଣ ଭରିବ । ପ୍ରତିଦିନ ଇଣ୍ତିଗୋ ସନ୍ଧ୍ୟା ୫ ଟା ୫୦ରେ କୋଲକାତରୁ ଉଡାଣ ଆରମ୍ଭ କରି ୭ଟା ୨୫ରେ ଝାରସୁଗୁଡ଼ା ପହଞ୍ଚିବ । ସେହିପରି ଝାରସୁଗୁଡ଼ାରୁ ସନ୍ଧ୍ୟା ୭ଟା ୫୫ରେ ଉଡାଣ ଆରମ୍ଭ କରି ରାତି ୯ ଟା ୨୦ରେ କୋଲକତାରେ ପହଞ୍ଚିବା ନେଇ ସୂଚନା ରହିଛି ।

ଅନ୍ୟପକ୍ଷରେ ଆସନ୍ତା ୧୫ ତାରିଖରୁ ଝାରସୁଗୁଡ଼ା-ବେଙ୍ଗାଲୁରୁ ମଧ୍ୟରେ ବିମାନ ସେବା ଆରମ୍ଭ ହେବା ପାଇଁ ଯାଉଛି । ଏହା ପ୍ରତିଦିନ ସକାଳ ୧୦ଟା ୧୫ରେ ବେଙ୍ଗାଲୁରୁରୁ ବାହାରି ଅପରାହ୍ନ ୧୨ଟା ୨୦ରେ ଝାରସୁଗୁଡାରେ ପହଞ୍ଚିବ । ସେହିପରି ଅପରାହ୍ନ ୧୨ ଟା ୫୦ରେ ଝାରସୁଗୁଡ଼ାରୁ ବାହାରି ଦିନ ୨ଟା ୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ ବିମାନ । ଯାହା ଦ୍ୱାରା ପଶ୍ଚିମ ଓଡ଼ିଶା ସହିତ ଛଡିଶଗଡ଼ର ଲୋକେ ମଧ୍ୟ ଉପକୃତ ହେବେ ।

Jharsuguda

ସୂଚନାଥାଉ ଯେ, ବର୍ତ୍ତମାନ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ସ୍ପାଇସଜେଟ୍ ଦିଲ୍ଲୀ, ହାଇଦ୍ରାବାଦ, କୋଲକତାକୁ ବିନା ସେବା ଯୋଗାଇ ଦେଉଥିବା ବେଳେ ଏଲାଏନ୍ସ ଏୟାର ଭୁବନେଶ୍ୱର ବିମାନ ସେବା ପ୍ରଦାନ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+