ଆଜି ପବିତ୍ର ମହାଳୟା, ପିତୃପକ୍ଷର ଶେଷ ଦିନ

ଆଜି ପବିତ୍ର ମହାଳୟା: ଆଜି ପବିତ୍ର ମହାଳୟା ଅମାବାସ୍ୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁମାନେ ଶ୍ରାଦ୍ଧ ଦେଇ ପାରିନଥିବେ ଆଜି ଅର୍ଥାତ୍ ମହାଳୟା ଅମାବାସ୍ୟା ଦିନ ତିଳତର୍ପଣ କରିଥାନ୍ତି । କେହି ଶ୍ରୀମନ୍ଦିର ବାଇଶିପାହାଚରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାଏ ତ ଆଉ କିଏ ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରିଥାନ୍ତି ।

 Today Is Mahalaya

ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି । ପିତୃପକ୍ଷରେ ବିଶେଷକରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟି, ପ୍ରପିତାମୟି, ମାତାମହ, ପ୍ରମାତାମହ, ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରାଯିବାର ବିଧି ରହିଛି । ପିତୃପକ୍ଷରେ ଶ୍ରୀମନ୍ଦିର ବାଇଶିପାହାଚରେ ତିଳତର୍ପଣ କଲେ ପିତୃପୁରୁଷ ତୃପ୍ତି ଲାଭ କରିଥାନ୍ତି ବୋଲି ବିଶ୍ୱାସ ରହିଛି ।

ପିତୃପକ୍ଷରେ ଦେବତା ମାନେ ମଧ୍ୟ ପିଣ୍ତଦାନ କରନ୍ତି ବୋଲି ଶାସ୍ତ୍ରରେ ଉଲ୍ଲେମହାଳୟା ଅବସରରେ ସମ୍ବଲପୁର ଅଧିଷ୍ଠାତୀ ଦେବୀ ମାଆ ସମଲେଶ୍ୱେରୀ ଧବଳାମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ତେବେ କେବଳ ବର୍ଷର ଗୋଟିଏ ଦିନରେ ଅର୍ଥାତ୍ ଆଜିର ଦିନରେ ମାଆ ଧବଳଶ୍ୱେରୀଙ୍କ ବେଶରେ ଦର୍ଶନ ଦେଇଥାନ୍ତି । ଆଜିର ଦିନରେ ମା'ଶଙ୍ଖ, ଗୋପୀ ତିଲକ ମାଆଙ୍କୁ ଅର୍ପଣ କରାଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+