ଆଜି NEET UG ୨୦୨୬, ପରୀକ୍ଷା ଦେବେ ଦେଶର ୨୨ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ

ଆଜି NEET UG ୨୦୨୬ ପରୀକ୍ଷା । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ସାରା ଦେଶରେ ଅନୁଷ୍ଠିତ ହେଉଛି NEET UG- ୨୦୨୬ । ଏହି ପ୍ରବେଶିକା ପରୀକ୍ଷା ଅଫଲାଇନ୍ ବା ପେନ୍-ଆଣ୍ଡ-ପେପର ମୋଡ୍ ରେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଗୋଟିଏ ସିଫ୍ଟରେ ପରିଚାଳିତ ହେଉଛି । ଚଳିତ ବର୍ଷ ପରୀକ୍ଷାର ସିଲାବସରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଏହା ସମ୍ପୂର୍ଣ୍ଣ ଭାବେ NCERT ପାଠ୍ୟକ୍ରମ ଉପରେ ଆଧାରିତ ଅଟେ । ପରୀକ୍ଷାର୍ଥୀମାନେ ନିଜର ଆଡମିଟ୍ କାର୍ଡ ସହ ବୈଧ ପରିଚୟ ପତ୍ର ନେଇ ପରୀକ୍ଷା କେନ୍ଦ୍ରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷା ମୋଟ ୭୨୦ ମାର୍କର ହୋଇଥିବା ବେଳେ ପ୍ରତି ଭୁଲ୍ ଉତ୍ତର ପାଇଁ ୧ ନମ୍ବର କଟାଯିବାର ବ୍ୟବସ୍ଥା ରହିଛି । ଭାରତର ବିଭିନ୍ନ ମେଡିକାଲ୍ କଲେଜରେ MBBS ଏବଂ BDS ଭଳି ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଏହା ଏକ ପ୍ରମୁଖ ପ୍ରବେଶିକା ପରୀକ୍ଷା ।

NEET
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+