ଆଜି ରାଜ ସଂକ୍ରାନ୍ତି, କଣ ରହିଛି ଏହିଦିନର ମହାତ୍ମ୍ୟ

ଆଜି ରଜ ସଂକ୍ରାନ୍ତି, ପୁରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ତିନି ଦିନିଆ ରଜ ଉତ୍ସବର ପ୍ରମୁଖ ଦିନ । ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା ଭିତରେ ରଜର ଆସର ଜମିଛି । ପରମ୍ପରା ସମ୍ପନ୍ନ ରଜଗୀତରେ ଉତ୍ସବମୁଖର ପୁରପଲ୍ଲୀ ।

Raj Sankranti

ବିଭିନ୍ନ ସ୍ଥାନରେ ବାଜୁଛି ରଜଗୀତ, ଝିଅ ବୋହୂ ଦୋଳି ଖେଳୁଛନ୍ତି । ତା ସହିତ ପୁଚି ଖେଳ, ତାସ୍ ଖେଳ, ଲୁଡୁ ଖେଳ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ବିଭିନ୍ନ ସ୍ଥାନରେ ଅନେକ ପ୍ରକାରର ପାରମ୍ପରିକ ପିଠା, ମିଠା, ପାନ ଏବଂ ଖାଦ୍ୟର ଧାଡି ଧାଡି ଷ୍ଟଲ ଲାଗିଛି । କିଛି କିଛି ପାର୍କରେ ମଧ୍ୟ ଲାଗିଛି ରଜଦୋଳି । ସକାଳୁ ସକାଳୁ ପାର୍କରେ ରଜ ଦୋଳି ଖେଳର ମଜା ନେଉଛନ୍ତି । ସେହିପରି ସକାଳୁ ସକାଳୁ ପୁରୀ ଜଗନ୍ନାଥ ଧାମ ସହ ରାଜ୍ୟର ବିଭିନ୍ନ ଦେବାଳୟ ମାନଙ୍କରେ ଲାଗିଛି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+