ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଦିବସ, ଲୋକାର୍ପଣ ହେବ ବାଉଁଶ ଉଦ୍ୟାନ
ଭୁବନେଶ୍ୱର: ଆଜି ନନ୍ଦନକାନନର ୬୪ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ନନ୍ଦନକାନନକୁ ସୁସଜ୍ଜିତ କରାଯିବା କରାଯାଇଛି । ଏବି ଅବସରରେ ଲୋକାର୍ପିତ ହେବ ଖୁଆଡ଼ରେ ଏବଂ ୨ଟି ୱାଲାବି ମଧ୍ୟ ଛଡାଯିବା ନେଇ ଖବର ରହିଛି । ସେହିପରି ବଟାନିକାଲ ଗାଡେନରେ ବାଉଁଶ ଉଦ୍ୟାନ ଓ ହାଇଡ୍ରୋଫାଇଟ୍ ଉଦ୍ୟାନର ଲୋକାର୍ପିତ ହେବା ସହ କାସ୍ୱାରି ଓ ଓଟପକ୍ଷୀଙ୍କୁ ନୂଆ ଖୁଆଡରେ ଛଡାଯିବ । କିଛି କର୍ମଚାରୀଙ୍କୁ ମଧ୍ୟ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି ।
ଆଜି ନନ୍ଦନକାନନର ୬୪ ତମ ପ୍ରତିଷ୍ଠା ଦିବସ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଆଜିର ଏହି ଦିନକୁ ସ୍ମରଣୀୟ କରିବା ପାଇଁ ନନ୍ଦନକାନନର ବାର୍ଷିକ ପୁସ୍ତିକା, କ୍ୟାଲେଣ୍ତର, ସଙ୍ଗୀତ, ମନିଟରିଙ୍ଗ୍ ଆପ୍ ବଟାନିକାଲ ଗାଡେନ ୱେବସାଇଟର ଶୁଭାରମ୍ଭ କରାଯିବ ସବ ୬ ଟି ବାଘ ଓ ୬ଟି ସିଂହ ଶାବକଙ୍କ ନାମକରଣ କରାଯିବ ।

ସୂଚନାଥାଉ ଯେ, ୧୯୬୦ରେ ପ୍ରଥମେ ନନ୍ଦନକାନନର ଶୁଭାରମ୍ଭ କରାଯାଇଥିଲା । ସେତେବେଳେ ଖୁବ୍ କମ ସଂଖ୍ୟାରେ ଜୀବଜନ୍ତୁଙ୍କୁ ରଖାଯାଇଥିଲା ହେଲେ ବର୍ତ୍ତମାନ ନନ୍ଦନକାନନ ଜୁ'ରେ ୧୬୩ ପ୍ରଜାତିର ୪ ହଜାର ୧୭୫ ଜୀବଜନ୍ତୁଙ୍କୁ ରଖାଯାଇଛି ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications