ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିନ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ସପ୍ତଦଶ ବିଧାନସଭା ଅଧୂବେଶନର ଆଜି ହେଉଛି ଅଷ୍ଟମ ଦିନ । କୃଷି ଓ କୃଷକ ସଶକ୍ତି କରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,ଶକ୍ତି, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୁକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗ ଉପରେ ପ୍ରଶ୍ନକାଳ ରହିଛି।

Odisha Assembly

ଅନ୍ୟପଟେ ଶୂନ୍ଯକାଳରେ ବେଶ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଭୟ ବିରୋଧୀ ଓ ଶାସକ ଗୃହରେ ଉଠାଇପାରନ୍ତି । ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆସିବାର ମଧ୍ୟ ସମ୍ଭାବନା ରହିଛି । ଏହାସହିତ ୯୫ ହଜାର କୋଟିର ଲେଖା ଅନୁଦାନକୁ ବ୍ୟୟ ମଂଜୁର ବିଲ ପାରିତ କରାଯିବାର କାର୍ଯ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+