ଆଜି ଓଡ଼ିଶା ପୋଲିସର ୯୦ ତମ ପ୍ରତିଷ୍ଠା ଦିବସ, ଏହି ଅବସରରେ ଟ୍ବିନସିଟିରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ । ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ କମିଶନରେଟ୍ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ।

Odisha Police

ସେହିପରି ସୁନ୍ଦରଗଡର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ । ଆରକ୍ଷୀ ବାହିନୀମାନଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଢି ଶୁଣାଇଥିଲେ । ଆରକ୍ଷୀ ବାହିନୀ କିଭଳି ଆଜିର ଦିନରେ ଲୋକଙ୍କ ଆସ୍ଥା ଭାଜନ ହୋଇପାରିବ ସେ ନେଇ ସୂଚନା ଦେଇଥିଲେ। ଏହି ପ୍ରତିଷ୍ଠା ଦିବସ ସମାରୋହରେ ଆଇପିଏସ ପ୍ରୋବେସନର ଅନନ୍ୟା ଅବସ୍ତିଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+