ଆଜି ବିଧାନସଭା ଅଧିବେଶନର ପଞ୍ଚମ : ମଦ ମୃତ୍ୟୁ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ଆଜି ବିଧାନସଭା ଅଧିବେଶନର ପଞ୍ଚମ ଦିନ। ଶୂନ୍ୟକାଳରୁ ଗୃହ କାର୍ଯ୍ୟ ଆରମ୍ଭ ହେଉଥିବାରୁ ବିଧାନସଭା ବେଶ୍ ସରଗରମ ରହିପାରେ। ଚିକିଟି ମଦ ମୃତ୍ୟୁ ମାମଲାରେ ଅବକାରୀ ମନ୍ତ୍ରୀଙ୍କର ଇସ୍ତଫା ଦାବି, ସୁଭଦ୍ରା ଯୋଜନା ଏସଓପିକୁ ନେଇ ଶାସକ -ବିରୋଧୀ ମୁହାଁମୁହିଁ ହୋଇପାରନ୍ତି।

Assembly

ଏହାସହ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଶୂନ୍ୟକାଳରେ ଉଠିପାରେ। ବିରୋଧୀ ବିଜେଡି ପକ୍ଷରୁ ମୁଲତବୀ ପ୍ରସ୍ତାବ ଅଣାଯିବ। ସେହିପରି ୯ ତାରିଖର ନିର୍ମାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହେବ।

ତେବେ ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରୁଥିବାବେଳେ ଶାସକ ଦଳର କଣ ଆଭିମୁଖ୍ୟ ରହୁଛି , ବିରୋଧୀଙ୍କୁ କାଉଣ୍ଟର କରିବାକୁ ନୂଆ ରଣନୀତି ଅଣାଯାଇପାରେ ବୋଲି ଅନୁମାନ କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+