ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍
ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଆଜି ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍। ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ। ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା । ଭୋଟିଂର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ । ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶରେ ମତଦାନ କରିବାକୁ ନିର୍ଦ୍ଦେଶାବଳୀ ଜାରି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି













Click it and Unblock the Notifications