ଆଜି ବିଜୟା ଦଶମୀ, ମନ୍ତ୍ରପାଠ ଓ ପୂଜାର୍ଚ୍ଚନାରେ କମ୍ପୁଛି ପୂଜା ମଣ୍ଡପ

ଶାରଦୀୟ ଦୁର୍ଗାପୂଜାର ଆଜି ଅନ୍ତିମ ପର୍ବ, ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ ବିଜୟା ଦଶମୀ। ଏଥିପାଇଁ ସାରା ରାଜ୍ୟ ଉତ୍ସବମୁଖର। ରାଜ୍ୟର ସମସ୍ତ ପୂଜା ମଣ୍ଡପଗୁଡ଼ିକ ଚଳଚଞ୍ଚଳ ରହିଛି।

Vijaya Dechami

ମନ୍ତ୍ରପାଠ ଓ ପୂଜାର୍ଚ୍ଚନାରେ କମ୍ପୁଛି ପୂଜା ମଣ୍ଡପ। ସକାଳୁ ସକାଳୁ ଶ୍ରଦ୍ଧାଳୁ ମଧ୍ୟ ମଣ୍ଡପ ନିକଟରେ ଲାଇନ ଲଗାଇଛନ୍ତି। ଆଜି କିଛି ପୂଜା ମଣ୍ଡପରେ ସିନ୍ଦୁର ଖେଳ ପରମ୍ପରା ମଧ୍ୟ ରହିଛି।

ମେଲାଣି ନେବା ଆଗରୁ ଦଶମୀରେ ମା'ଙ୍କ ଦିବ୍ୟ ରୂପ ଦେଖିବାକୁ ଭକ୍ତଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି। ରୀତିନୀତି ମୁତାବକ ବିଜୟା ଦଶମୀରେ ମା'ଙ୍କ ପଞ୍ଚ ଉପଚାର ପୂଜା ଓ ଏହାପରେ ଅପରାଜିତା ପୂଜା ହେବାର ପରମ୍ପରା ରହିଛି। ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+