କାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

BANAKLAGI NITI

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ବାର ବନ୍ଦ ରହିବା ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତତୁ କରିଥାନ୍ତି।

ଦତ୍ତମହାପାତ୍ର ସେବକମାନେ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+