ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ , ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ODISHA WEATHER UPDATE :ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଖୁଚାପ , ୧୧ମପର୍ଯ୍ୟନ୍ତ ବର୍ଷା ଲାଗିରହିବ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଶୁକ୍ରବାରଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଆଜି ଆହୁରି ଘନୀଭୂତ ହୋଇଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଯାହା ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ସହ ଏହି ଲଘୁଚାପ ପ୍ରଭାବରୁ ରାଜ୍ୟରେ ସକ୍ରିୟ ହେବ ମୌସୁମୀ ।

ODISHA

ଖୋର୍ଦ୍ଧା ,ଜଗତସିଂହପୁର ,ଗଞ୍ଜାମ,କଳାହାଣ୍ତି,ବଲାଙ୍ଗୀର,ନୂଆପଡ଼ା ,କନ୍ଧମାଳ ,ମାଲକାନଗିରି, ବୌଦ୍ଧ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ୯ ତାରିଖରୁ ବର୍ଷା ବଢିବାର ସମ୍ଭାବନା ରହିଛି । ସେଥିପାଇଁ କେତେକ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଢେଙ୍କାନାଳ, କୋରାପୁଟ, କନ୍ଧମାଳ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+