ଆଜି ଖୋଲିବ ରତ୍ନ ଭଣ୍ଡାର ହେଲେ ହେବନି ଗଣତି; ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ରତ୍ନଭଣ୍ଡାରର ଗଣତି ହେବନି। ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ।

RATN BHANDAR

ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ। ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି। ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+