ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ
ଆଜି ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଦର୍ଶନ ବନ୍ଦ ରହିବ ।

More From
-
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?











Click it and Unblock the Notifications