ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Click it and Unblock the Notifications