ଆସନ୍ତା କାଲି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ , ଏହି କାରଣ ପାଇଁ

ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ସୂଚନା ମିଳିଛି ।

puri
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+