ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳସଂପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା, କହିଲେ କାଲିଠାରୁ ସ୍ଥିତି ସ୍ବାଭାବିକ ହେବ
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳସଂପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା । କାଲିଠାରୁ ସ୍ଥିତି ସ୍ବାଭାବିକ ହେବ କହିଲେ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ । ସୁବର୍ଣ୍ଣରେଖା ସ୍ଥିତିରେ ସୁଧାର ଆସୁଛି, ସଂଧ୍ୟା ସୁଦ୍ଧା ବିପଦ ସଙ୍କେତ ତଳକୁ ଖସିବ ।













Click it and Unblock the Notifications