ମାଳତିପାଟପୁର ବସ୍‌ ଷ୍ଟାଣ୍ଡ ନିକଟରେ ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍‌

ହୁତୁହୁତୁ ହୋଇ ରାସ୍ତାରେ ଜଳିଗଲା ଟୁରିଷ୍ଟ ବସ୍‌ । ଏକ ବଡ ଧରଣର ଅଘଟଣରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଏକ ଅଘଟଣ ମଙ୍ଗଳବାର ପୁରୀ ମାଳତିପାଟପୁର ବସ୍‌ ଷ୍ଟାଣ୍ଡ ନିକଟରେ ଘଟିଛି ।

Tourist bus

ରାସ୍ତାରେ ଛିଡା ହୋଇଥିବା ବେଳେ ହଠାତ୍‌ ବସ୍‌ରେ ନିଆଁ ଲାଗି ଯାଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୁଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+