ଓଲଟିଲା ଟ୍ରାକ୍ଟର, ୩ ମୃତ

ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ୩ ମୃତ । ଗତକାଲି ରାତିରେ ବାଲିଚନ୍ଦ୍ରପୁର ଥାନା ଚାରିନଙ୍ଗଳ ନିକଟରେ ଘଟିଛି ଅଘଟଣ । ଗୋଟିଏ ପରିବାରର ୩ଜଣ ଟ୍ରାକ୍ଟରରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଟ୍ରାକ୍ଟର ବନ୍ଧ ତଳକୁ ଓଲଟି ପଡ଼ିଥିଲା । ଫଳରେ ଗୁରୁତର ଅବସ୍ଥାରେ ବଡ଼ଚଣା ମେଡ଼ିକାଲରେ ସେମାନଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ୩ ଜଣ ଗୋଟିଏ ପରିବାରର ବୋଲି ଜାଣିବାକୁ ମିଳିଛି ।

acvcident
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+