ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା, ଅକ୍ଟୋବର ୨ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା
ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। ରସୁଲଗଡ଼ରୁ ଲିଙ୍ଗିପୁର, ବାଣୀବିହାରରୁ ଶିଶୁଭବନ ଛକ ଭାରିଯାନ ମନା ।

ଆଚାର୍ଯ୍ୟବିହାରରୁ କଳିଙ୍ଗ ହସ୍ପିଟାଲ ଓ ନ୍ୟୁ ଏୟାରପୋର୍ଟ ଛକ ପର୍ଯ୍ୟନ୍ତ ବାରଣ। ଜୟଦେବବିହାର ଛକରୁ ନନ୍ଦନକାନନ ଓ ରାଜଭବନ ପର୍ଯ୍ୟନ୍ତ ଭାରିଯାନ ମନା।ସିଆରପି ଛକ ଠାରୁ ପାୱାର ହାଉସ୍, ଖଣ୍ଡଗିରିରୁ ପୋଖରୀପୁଟ ପର୍ଯ୍ୟନ୍ତ ବାରଣ।












Click it and Unblock the Notifications