ଆସନ୍ତାକାଲିଠୁ କଡାକଡି଼ ଯାଞ୍ଚ, ସ୍କୁଲ ଛାତ୍ରଛାତ୍ରୀ ଗାଡି ଚଳାଉ ଥିଲେ ସାବଧାନ

ଭୁବନେଶ୍ୱର: ସ୍କୁଲ ଛାତ୍ରଛାତ୍ରୀ ଗାଡି ଚଳାଉଥିଲେ ସାବଧାନ । ଗାଡିମାଲିକଙ୍କୁ ହୋଇ ପାରେ ଜେଲ । ୨୫ ବର୍ଷ ପର୍ଯ୍ଯନ୍ତ ନାବାଳକଙ୍କୁ ମିଳିବନି ଲାଇସେନ୍ସ । ଆସନ୍ତାକାଲିଠୁ କଡାକଡି଼ ଭାବେ ହେବ ଯାଞ୍ଚ ।
ମୋଟର ଆଇନ ୧୯-ଇ ଆଧାରରେ ନିୟମ ଉଲଙ୍ଘନକାରୀଙ୍କ ଉପରେ କଡା କାର୍ଯ୍ଯ ଅନୁଷ୍ଠାନ ହେବ । ୨୫ ହାଜର ଟଙ୍କା ପର୍ଯ୍ଯନ୍ତ ମଧ୍ୟ ଫାଇନ ଦେବାକୁ ପଡ଼ିବ । ଏହା ସହ ଗାଡି ମାଲିକ କିମ୍ବା ଅଭିଭାବକଙ୍କୁ ଜେଲ ଦଣ୍ଡ ଭୋଗିବାକୁ ମଧ୍ଯ ପଡିପାରେ। ଏଥିସହ ୨୫ ବର୍ଷ ପର୍ଯ୍ଯନ୍ତ ସମ୍ପୃକ୍ତ ନବାଳକଙ୍କୁ ମିଳିବନି ଗାଡି ଲାଇସେନ୍ସ ।
ଗତ ତିନିଦିନ ହେବ ମଦ୍ୟପ ଗାଡିଚାଳକଙ୍କ ବିରୋଧରେ ପରିବହନ ବିଭାଗ କଡା କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛି । ସାରା ରାଜ୍ୟରେ ମୋଟ ୭୬୩ ମାମଲା ହୋଇଛି । ଆସନ୍ତାକାଲି ସାରା ରାଜ୍ୟରେ ପୁଣି ଯାଞ୍ଚ କଡାକଡି କରାଯିବ ।
ମୁଖ୍ୟତଃ ଗାଡି ଚଲାଉଥିବା ସମୟରେ ନିଶା ସେବନ କରିବା, ବିନା ହେଲମେଟରେ ଗାଡି ଚଳାଇବା, ଦ୍ରୁତ ଗତିରେ ଗାଡି ଚାଳନା ଉପରେ ନଜର ରଖାଯିବ । ଏପ୍ରିଲ ପହିଲାରୁ ୭ ତାରିଖ ଯାଏଁ ପରିବହନ ବିଭାଗ ଜିରୋ କାଜୁଆଲିଟି ଉପରେ ଗୁରୁତ୍ବ ଦେଇଛି । ଏହି ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚଢ଼ାଉ କରାଯିବ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications