Road Accident: nbsp;ବ୍ରହ୍ମପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ଟି ସ୍କୁଟିକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ ଫଳରେ ୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି ।